1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 12:28
ଓଡିଆ ବାଇବେଲ
ORYIRV
ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 12:28
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 12:25
କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ-ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 12:25
3
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 12:2
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 12:2