1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 13:3
ଓଡିଆ ବାଇବେଲ
ORYIRV
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।”
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 13:3
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 13:6
ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି,” ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 13:6