1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 14:6
ଓଡିଆ ବାଇବେଲ
ORYIRV
ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 14:6
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 14:5
ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 14:5