1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 15:8
ଓଡିଆ ବାଇବେଲ
ORYIRV
ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ-ଲଙ୍ଘନ କରିଅଛନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 15:8
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 15:7
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 15:7