1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 16:49
ଓଡିଆ ବାଇବେଲ
ORYIRV
ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 16:49
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 16:60
ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 16:60