1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 21:27
ଓଡିଆ ବାଇବେଲ
ORYIRV
ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 21:27
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 21:26
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।”
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 21:26