1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 22:30
ଓଡିଆ ବାଇବେଲ
ORYIRV
ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 22:30
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 22:31
ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 22:31