1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 23:49
ଓଡିଆ ବାଇବେଲ
ORYIRV
ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ବନ୍ଧୀୟ ପାପସକଳର ଭାର ବହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 23:49
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 23:35
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।”
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 23:35