1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 36:26
ଓଡିଆ ବାଇବେଲ
ORYIRV
ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 36:26
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 36:27
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 36:27
3
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 36:25
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 36:25
4
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 36:28
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 36:28