1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38:23
ଓଡିଆ ବାଇବେଲ
ORYIRV
ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38:23
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38:2-3
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ମାଗୋଗ୍ ଦେଶୀୟ ଗୋଗ୍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38:2-3
3
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38:16
ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38:16