1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 44:30
ଓଡିଆ ବାଇବେଲ
ORYIRV
ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରିମାଂଶ ଦେବ।
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 44:30