1
ଗାଲାତୀୟ 1:10
ଓଡିଆ ବାଇବେଲ
ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି ? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି ? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ ।
Compare
Explore ଗାଲାତୀୟ 1:10
2
ଗାଲାତୀୟ 1:8
କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ ।
Explore ଗାଲାତୀୟ 1:8
3
ଗାଲାତୀୟ 1:3-4
ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ; ସେ ଆମ୍ଭମାନଙ୍କ ପିତା ଈଶ୍ୱରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ
Explore ଗାଲାତୀୟ 1:3-4
YouVersion uses cookies to personalize your experience. By using our website, you accept our use of cookies as described in our Privacy Policy
Home
Bible
Plans
Videos