1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 44:34
ଓଡିଆ ବାଇବେଲ
ORYIRV
କାରଣ ଏହି ଯୁବା ମୋ’ ସଙ୍ଗରେ ନ ଥିଲେ, ମୁଁ କି ପ୍ରକାରେ ପିତାଙ୍କ ନିକଟକୁ ଯାଇ ପାରିବି ? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କି ପ୍ରକାରେ ଅବା ଦେଖି ପାରିବି ?
Compare
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 44:34
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 44:1
ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ।
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 44:1