1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:3
ଓଡିଆ ବାଇବେଲ
ORYIRV
ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।
Compare
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:3
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:4
ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:4
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:29
ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:29
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:30
ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।”
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:30