1
ବିଚାରକର୍ତ୍ତା 4:4
ଓଡିଆ ବାଇବେଲ
ORYIRV
ସେସମୟରେ ଲପ୍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ।
Compare
Explore ବିଚାରକର୍ତ୍ତା 4:4
2
ବିଚାରକର୍ତ୍ତା 4:9
ତେବେ ସେ କହିଲେ, ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ। ଏ ଉତ୍ତାରେ ଦବୋରା ଉଠି ବାରକ୍ ସଙ୍ଗରେ କେଦଶକୁ ଗଲେ।
Explore ବିଚାରକର୍ତ୍ତା 4:9