ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର;
ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର;
ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ,
ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର;
କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ
ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି।