1
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:1
ଓଡିଆ ବାଇବେଲ
ORYIRV
ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।
Compare
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:1
2
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:3
ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:3
3
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:2
ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:2