1
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:45
ଓଡିଆ ବାଇବେଲ
ORYIRV
କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।
Compare
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:45
2
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:44
କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:44