1
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:22
ଓଡିଆ ବାଇବେଲ
ORYIRV
ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
Compare
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:22
2
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:23
ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:23
3
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:21
ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:21