1
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:18
ଓଡିଆ ବାଇବେଲ
ORYIRV
ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
Compare
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:18
2
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:28
ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:28
3
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:2
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:2
4
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:17
ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:17
5
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:31
ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:31
6
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:16
ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:16