1
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:13
ଓଡିଆ ବାଇବେଲ
ORYIRV
ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Compare
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:13
2
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:7
ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:7
3
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:26
ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:26
4
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:8
ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:8