1
ଲୂକ 2:11
ଓଡିଆ ବାଇବେଲ
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ ।
Compare
Explore ଲୂକ 2:11
2
ଲୂକ 2:10
ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି
Explore ଲୂକ 2:10
3
ଲୂକ 2:14
ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି ।
Explore ଲୂକ 2:14
4
ଲୂକ 2:52
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ୱରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ ।
Explore ଲୂକ 2:52
5
ଲୂକ 2:12
ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୁପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ ।
Explore ଲୂକ 2:12
6
ଲୂକ 2:8-9
ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ । ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ ।
Explore ଲୂକ 2:8-9
YouVersion uses cookies to personalize your experience. By using our website, you accept our use of cookies as described in our Privacy Policy
Home
Bible
Plans
Videos