1
ମଲାଖି 4:5-6
ଓଡିଆ ବାଇବେଲ
ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା। ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।
Compare
Explore ମଲାଖି 4:5-6
2
ମଲାଖି 4:1
“କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Explore ମଲାଖି 4:1
YouVersion uses cookies to personalize your experience. By using our website, you accept our use of cookies as described in our Privacy Policy
Home
Bible
Plans
Videos