1
ମାର୍କ 1:35
ଓଡିଆ ବାଇବେଲ
ORYIRV
ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ ।
Compare
Explore ମାର୍କ 1:35
2
ମାର୍କ 1:15
କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ; ମନପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର ।
Explore ମାର୍କ 1:15
3
ମାର୍କ 1:10-11
ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ, ପୁଣି, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।
Explore ମାର୍କ 1:10-11
4
ମାର୍କ 1:8
ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ ।
Explore ମାର୍କ 1:8
5
ମାର୍କ 1:17-18
ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି । ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ ।
Explore ମାର୍କ 1:17-18
6
ମାର୍କ 1:22
ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ ।
Explore ମାର୍କ 1:22