1
ମାର୍କ 10:45
ଓଡିଆ ବାଇବେଲ
ORYIRV
କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି ।
Compare
Explore ମାର୍କ 10:45
2
ମାର୍କ 10:27
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ୱରଙ୍କ ନିମନ୍ତେ ସମସ୍ତ ସାଧ୍ୟ ।
Explore ମାର୍କ 10:27
3
ମାର୍କ 10:52
ଯୀଶୁ ତାହାକୁ କହିଲେ, ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି । ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା ।
Explore ମାର୍କ 10:52
4
ମାର୍କ 10:9
ଅତଏବ, ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ ।
Explore ମାର୍କ 10:9
5
ମାର୍କ 10:21
ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
Explore ମାର୍କ 10:21
6
ମାର୍କ 10:51
ଯୀଶୁ ତାହାକୁ ଉତ୍ତର ଦେଲେ, ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ ? ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ ।
Explore ମାର୍କ 10:51
7
ମାର୍କ 10:43
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ
Explore ମାର୍କ 10:43
8
ମାର୍କ 10:15
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।
Explore ମାର୍କ 10:15
9
ମାର୍କ 10:31
କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ ।
Explore ମାର୍କ 10:31
10
ମାର୍କ 10:6-8
କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ୱର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ । ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ । ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି ।
Explore ମାର୍କ 10:6-8