1
ମାର୍କ 15:34
ଓଡିଆ ବାଇବେଲ
ORYIRV
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, 'ଏଲୋହୀ, ଏଲୋହୀ, ଲାମା ଶବକ୍ଥାନୀ ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?
Compare
Explore ମାର୍କ 15:34
2
ମାର୍କ 15:39
ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ୱରଙ୍କ ପୁତ୍ର ଥିଲେ ।
Explore ମାର୍କ 15:39
3
ମାର୍କ 15:38
ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା ।
Explore ମାର୍କ 15:38
4
ମାର୍କ 15:37
କିନ୍ତୁ ଯୀଶୁ ଉଚ୍ଚ ସ୍ୱର କରି ପ୍ରାଣତ୍ୟାଗ କଲେ ।
Explore ମାର୍କ 15:37
5
ମାର୍କ 15:33
ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା ।
Explore ମାର୍କ 15:33
6
ମାର୍କ 15:15
ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ |
Explore ମାର୍କ 15:15