1
ମାର୍କ 4:39-40
ଓଡିଆ ବାଇବେଲ
ORYIRV
ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା । ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ଏ କ'ଣ ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ ?
Compare
Explore ମାର୍କ 4:39-40
2
ମାର୍କ 4:41
ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି ?
Explore ମାର୍କ 4:41
3
ମାର୍କ 4:38
ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ ?
Explore ମାର୍କ 4:38
4
ମାର୍କ 4:24
ଯୀଶୁ ପୁଣି, ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ । ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ ।
Explore ମାର୍କ 4:24
5
ମାର୍କ 4:26-27
ଆହୁରି ସେ କହିଲେ, ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ; ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ ।
Explore ମାର୍କ 4:26-27
6
ମାର୍କ 4:23
ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।
Explore ମାର୍କ 4:23