1
ନାହୂମ 3:1
ଓଡିଆ ବାଇବେଲ
ORYIRV
ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର ! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।
Compare
Explore ନାହୂମ 3:1
2
ନାହୂମ 3:19
ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ ?
Explore ନାହୂମ 3:19
3
ନାହୂମ 3:7
ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ଵଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା ?
Explore ନାହୂମ 3:7