YouVersion Logo
Search Icon

Popular Bible Verses from ନିହିମୀୟା 1

ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ଅତିଶୟ ଦୁଷ୍କର୍ମ କରିଅଛୁ ଓ ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଯେଉଁ ଆଜ୍ଞା ଓ ବିଧି ଓ ଶାସନ ଆଦେଶ କରିଥିଲ, ତାହାସବୁ ଆମ୍ଭେମାନେ ପାଳନ କରି ନାହୁଁ। ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟ-ଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା; ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତ ସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’

Free Reading Plans and Devotionals related to ନିହିମୀୟା 1

YouVersion uses cookies to personalize your experience. By using our website, you accept our use of cookies as described in our Privacy Policy