1
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:8
ଓଡିଆ ବାଇବେଲ
ORYIRV
ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”
Compare
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:8
2
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:3
ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:3
3
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:6
ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:6
4
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:7
ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:7