1
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:12
ଓଡିଆ ବାଇବେଲ
ORYIRV
ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”
Compare
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:12
2
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:8
“ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:8
3
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:11
ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:11
4
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:10
ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା ?
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:10