1
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:19
ଓଡିଆ ବାଇବେଲ
ORYIRV
ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
Compare
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:19
2
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:23
ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:23
3
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:20
ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:20