1
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 7:89
ଓଡିଆ ବାଇବେଲ
ORYIRV
ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।
Compare
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 7:89