1
ଫିଲିପ୍ପୀୟ 1:6
ଓଡିଆ ବାଇବେଲ
ORYIRV
କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ
Compare
Explore ଫିଲିପ୍ପୀୟ 1:6
2
ଫିଲିପ୍ପୀୟ 1:9-10
ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ, ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ
Explore ଫିଲିପ୍ପୀୟ 1:9-10
3
ଫିଲିପ୍ପୀୟ 1:21
କାରଣ ମୋ' ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ ।
Explore ଫିଲିପ୍ପୀୟ 1:21
4
ଫିଲିପ୍ପୀୟ 1:3
ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ ।
Explore ଫିଲିପ୍ପୀୟ 1:3
5
ଫିଲିପ୍ପୀୟ 1:27
ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ
Explore ଫିଲିପ୍ପୀୟ 1:27
6
ଫିଲିପ୍ପୀୟ 1:20
ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି ।
Explore ଫିଲିପ୍ପୀୟ 1:20
7
ଫିଲିପ୍ପୀୟ 1:29
କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି
Explore ଫିଲିପ୍ପୀୟ 1:29
Home
Bible
Plans
Videos