1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 4:20
ପବିତ୍ର ବାଇବଲ (CL) NT (BSI)
ODCLBSI
ଈଶ୍ୱରଙ୍କ ରାଜ୍ୟ କେବଳ କଥାର ବିଷୟ ନୁହେଁ, ତାହାର ପରିପ୍ରକାଶ ପରାକ୍ରମରେ।
Compare
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 4:20
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 4:5
ତେଣୁ ନିରୂପିତ ସମୟ ପୂର୍ବରୁ ତୁମ୍ଭେମାନେ କାହାରି ବିଚାର କର ନାହିଁ। ଶେଷ ବିଚାର ପ୍ରଭୁଙ୍କର ଆଗମନ ସମୟରେ ହେବ। ସେ ଅନ୍ଧକାରର ଗୋପନୀୟ ବିଷୟସବୁ ଆଲୋକକୁ ଆଣିବେ। ଲୋକମାନଙ୍କ ମନର ଗୁପ୍ତ ସଙ୍କଳ୍ପସବୁ ପ୍ରକାଶ କରିବେ। ସେତେବେଳେ ପ୍ରତ୍ୟେକେ ଈଶ୍ୱରଙ୍କ ନିକଟରୁ ନିଜ ନିଜର ଯଥୋଚିତ ପ୍ରଶଂସା ପାଇବେ।
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 4:5
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 4:2
ଏହିପରି ଦାୟିତ୍ୱ ଗ୍ରହଣ କରିଥିବା ବ୍ୟକ୍ତି ନିଜ ପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ହେବା ଏକାନ୍ତ ଆବଶ୍ୟକ।
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 4:2
4
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 4:1
ତୁମେ ଆମକୁ ଈଶ୍ୱରଙ୍କ ସେବକ ବୋଲି ବିବେଚନା କରିବା ଉଚିତ୍। ଈଶ୍ୱର ଆମକୁ ଐଶ୍ୱରିକ ନିଗୂଢ଼ ତତ୍ତ୍ୱର ତତ୍ତାବଧାରକ କରିଛନ୍ତି।
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 4:1
Home
Bible
Plans
Videos