1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 9:25-26
ପବିତ୍ର ବାଇବଲ (CL) NT (BSI)
ODCLBSI
କ୍ରୀଡ଼ା ପ୍ରତିଯୋଗୀମାନେ ତାଲିବେଳେ ସବୁ ବିଷୟରେ ସଂଯମ ଆଚରଣ କରନ୍ତି। ସେମାନେ ନଶ୍ୱର ଜୟମାଲ୍ୟ ଲାଭ କରିବା ଉଦ୍ଦେଶ୍ୟରେ ଏପରି କରି ଥାଆନ୍ତି। କିନ୍ତୁ ଆମେ ଅବିନଶ୍ୱର ଜୟମାଲ୍ୟ ଲାଭ କରିବା ଉଦ୍ଦେଶ୍ୟରେ ଏପରି କରିଥାଉ। ସେଥିପାଇଁ ମୁଁ ସିଦ୍ଧାସଳଖ ଲକ୍ଷ୍ୟ ସ୍ଥଳ ନିକଟକୁ ଦୌଡ଼େ, ଜଣେ ମୁଷ୍ଟିଯୋଦ୍ଧା ପରି ମୁଁ ନିଜ ମୁଷ୍ଟିର ଆଘାତକୁ ଶୂନ୍ୟରେ ଛାଡ଼ି ଦେବାକୁ ଚାହେଁ ନାହିଁ।
Compare
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 9:25-26
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 9:27
ଅନ୍ୟମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିଥିଲେ ମଧ୍ୟ ମୁଁ ନିଜେ ଯେପରି ଅଗ୍ରାହ୍ୟ ନ ହୁଏ, ଏଥିପାଇଁ କଷ୍ଟ ସହ୍ୟ କରି ଶରୀରକୁ କଠିନ କରିଛି ଓ ନିଜ ଆୟତ୍ତାଧୀନ କରି ରଖିଅଛି।
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 9:27
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 9:24
କ’ଣ ଜାଣ ନାହିଁ ଯେ, ପ୍ରତିଯୋଗିତାରେ ଅନେକେ ଅଂଶ ଗ୍ରହଣ କରନ୍ତି, କିନ୍ତୁ ଜଣେ ପୁରସ୍କୃତ ହୁଏ? ତୁମ୍ଭେମାନେ ଏପରି ଭାବରେ ଦୌଡ଼, ଯେପରି ପୁରସ୍କାର ଲାଭ କରି ପାରିବ।
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 9:24
4
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 9:22
ଯେଉଁମାନେ ବିଶ୍ୱାସରେ ଦୁର୍ବଳ, ସେମାନଙ୍କୁ ଲାଭ କରିବା ପାଇଁ ମୁଁ ସେମାନଙ୍କ ପରି ହୋଇଛି। ଯେ କୌଣସି ଉପାୟରେ କେତେକଙ୍କୁ ରକ୍ଷା କରିବା ପାଇଁ ମୁଁ ବିଭିନ୍ନ ଭାବରେ ଆଚରଣ କରିଛି।
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 9:22
Home
Bible
Plans
Videos