ଯେଉଁ ଈଶ୍ୱର ଆମକୁ ଶାନ୍ତି ପ୍ରଦାନ କରନ୍ତି, ସେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣଭାବେ ପବିତ୍ର କରନ୍ତୁ ଓ ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତୁମର ସମସ୍ତ ସତ୍ତା, ମନ, ଆତ୍ମା, ଶରୀରକୁ ସମ୍ପୂର୍ଣ୍ଣଭାବେ ନିର୍ଦ୍ଦୋଷ ରଖନ୍ତୁ। ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ସେ ତାହା କରିବେ, କାରଣ ସେ ବିଶ୍ୱସ୍ତ।