ଈଶ୍ୱରଙ୍କର ଧନ୍ୟବାଦ ହେଉ। କାରଣ ସେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଦା ଆମ୍ଭମାନଙ୍କୁ ବିଜୟ ପଥର ଆଗେଇ ନିଅନ୍ତୁ। ପୁଣି ସୁଗନ୍ଧ ଜ୍ଞାନ ଅନ୍ୟମାନଙ୍କୁ ଦେବା ପାଇଁ ଈଶ୍ୱର ଆମକୁ ବ୍ୟବହାର କରିଥାନ୍ତି। କାରଣ ଯେଉଁମାନେ ପରିତ୍ରାଣ ପାଇଛନ୍ତି ଓ ଯେଉଁମାନେ ଧ୍ୱଂସ ପଥକ, ଉଭୟଙ୍କ ନିକଟରେ ଆମେ ହେଉଛୁ, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନିବେଦିତ ଖ୍ରୀଷ୍ଟଙ୍କ ସୁଗନ୍ଧ ଧୂପ ସ୍ୱରୂପ।