1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:14
ପବିତ୍ର ବାଇବଲ (CL) NT (BSI)
ODCLBSI
ତୁମ୍ଭେମାନେ ଅବିଶ୍ୱାସୀ ସଙ୍ଗେ ସମଭାବେ କାର୍ଯ୍ୟ କରିବା ପାଇଁ ଚେଷ୍ଟା କର ନାହିଁ। ଏହା କଦାପି ହୋଇପାରିବ ନାହିଁ ଧର୍ମ ଓ ଅଧର୍ମର ମେଳ କେଉଁଠି? ଆଲୋକ ଓ ଅନ୍ଧାକାର କିପରି ଏକତ୍ର ରହିବେ?
Compare
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:14
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:16
ଈଶ୍ୱରଙ୍କ ମନ୍ଦିରରେ କିପରି ପ୍ରତିମାର ପ୍ରତିଷ୍ଟା ହେଇପାରେ? ଆମେମାନେ ତ ଜୀବନ୍ତ ଈଶ୍ବରଙ୍କ ମନ୍ଦିର, କାରଣ ଈଶ୍ୱର ନିଜେ କହି ଅଛନ୍ତି, “ମୋର ଲୋକମାନଙ୍କ ସହିତ ମୁଁ ବାସ କରିବି ଓ ସେମାନଙ୍କ ମଧ୍ୟରେ ବିଚରଣ କରିବି; ମୁଁ ସେମାନଙ୍କ ଈଶ୍ୱର ହେବି ଓ ସେମାନେ ମୋର ନିଚ ଲୋକ ହେବେ।”
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:16
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:17-18
ତେଣୁ ପ୍ରଭୁ କହନ୍ତି, ସେମାନଙ୍କ ମଧ୍ୟରୁ ତୁମେ ବାହାର ଆସ, ସେମାନଙ୍କଠାରୁ ନିଚକୁ ଗ୍ରହଣ କରିବି, ମୁଁ ତୁମ୍ଭମାନଙ୍କର ପିତା ହେବି, ଆଉ ତୁମ୍ଭମାନନେ ହେବ ମୋର ପୁତ୍ରକନ୍ୟା, ସର୍ବଶକ୍ତିମାନ ପ୍ରଭୁ ଏହି କଥା କହନ୍ତି।”
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:17-18
4
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:15
ଖ୍ରୀଷ୍ଟ ଓ ଶୟତାନ କରିପରି ଏକମତ ହେବେ? ବିଶ୍ୱାସୀ ସହିତ ଅବିଶ୍ୱାସୀ କେଉଁ ବିଷୟରେ ଏକମତ ହୋଇପାରିବ?
Explore କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:15
Home
Bible
Plans
Videos