1
ପ୍ରେରିତ 24:16
ପବିତ୍ର ବାଇବଲ (CL) NT (BSI)
ODCLBSI
ତେଣୁ ଈଶ୍ୱର ଓ ମନୁଷ୍ୟ ସାକ୍ଷାତରେ ନିର୍ମଳ ବିବେକ ଅନୁଯାୟୀ ଆଚରଣ କରିବା ପାଇଁ ମୁଁ ସର୍ବଦା ପ୍ରାଣପଣ କରୁଛି।
Compare
Explore ପ୍ରେରିତ 24:16
2
ପ୍ରେରିତ 24:25
କିନ୍ତୁ ଯେତେବେଳେ ପାଉଲ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ଦିନ କଥା ଆଲୋଚନା କଲେ, ଫେଲିକ୍ସ୍ ଭୟଭୀତ ହୋଇ କହିଲେ, “ତୁମେ ବର୍ତ୍ତମାନ ଯାଇପାର। ସୁଯୋଗ ପାଇଲେ, ଆଉ ଥରେ ତୁମକୁ ଡକାଇବି।”
Explore ପ୍ରେରିତ 24:25
Home
Bible
Plans
Videos