1
ପ୍ରେରିତ 25:6-7
ପବିତ୍ର ବାଇବଲ (CL) NT (BSI)
ODCLBSI
ଫେଷ୍ଟସ୍ ସେମାନଙ୍କ ସହିତ ଆଠ ଦଶ ଦିନ ରହି ସିସେରିଆକୁ ଫେରିଲେ। ତହିଁ ଆର ଦିନ ସେ ବିଚାରାଳୟରେ ବସି ପାଉଲଙ୍କୁ ଆଣିବା ପାଇଁ ଆଦେଶ ଦେଲେ। ପାଉଲ ଆସିବା କ୍ଷଣି ଯିରୂଶାଲମର ଇହୁଦୀମାନେ ତାଙ୍କ ଚାରିପଟେ ଘେରି ଯାଇ ଛିଡ଼ା ହେଲେ ଓ ତାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ କଲେ। କିନ୍ତୁ ସେମାନେ ଏସବୁ ପ୍ରମାଣ କରିବାକୁ ସମର୍ଥ ହେଲେ ନାହିଁ।
Compare
Explore ପ୍ରେରିତ 25:6-7
2
ପ୍ରେରିତ 25:8
ବରଂ ପାଉଲ ଆତ୍ମସମର୍ଥନ କରି କହିଲେ, “ଇହୁଦୀମାନଙ୍କର ବ୍ୟବସ୍ଥା କିମ୍ବା ମନ୍ଦିର କିମ୍ବା ରୋମୀୟ ସମ୍ରାଟ୍, କାହା ବିରୁଦ୍ଧରେ ମୁଁ କୌଣସି ଦୋଷ କରି ନାହିଁ।”
Explore ପ୍ରେରିତ 25:8
Home
Bible
Plans
Videos