ଖ୍ରୀଷ୍ଟଙ୍କ ବାର୍ତ୍ତାର ପ୍ରଚୁର ଐଶ୍ୱର୍ଯ୍ୟ ତୁମ ଅନ୍ତରରେ ବାସ କରୁ। ଜ୍ଞାନର ସହିତ ପରସ୍ପରକୁ ଶିକ୍ଷା ଓ ପରାମର୍ଶ ଦିଅ। ସ୍ତବ, ସ୍ତୁତି ଓ ସଂକୀର୍ତ୍ତନ କର। ଅନ୍ତରର କୃତଜ୍ଞତା ସହ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ, ଭଜନ କର। ତୁମ୍ଭେମାନେ ବାକ୍ୟ ବା କାର୍ଯ୍ୟରେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ। ନୂତନ ଜୀବନରେ ବ୍ୟକ୍ତିଗତ ସମ୍ପର୍କ