1
ରୋମୀୟ 15:13
ପବିତ୍ର ବାଇବଲ (CL) NT (BSI)
ODCLBSI
ସମସ୍ତ ଭରସାର ଆଧାର, ଈଶ୍ୱର ତୁମ୍ଭମାନଙ୍କ ବିଶ୍ୱାସ ଯୋଗୁଁ ତୁମ୍ଭମାନଙ୍କୁ ଆନନ୍ଦ ଓ ଶାନ୍ତିରେ ପୂର୍ଣ୍ଣ କରନ୍ତୁ। ପବିତ୍ରଆତ୍ମାଙ୍କ ଶକ୍ତିରେ ତୁମମାନଙ୍କର ଭରସା ବୃଦ୍ଧି ପାଉ।
Compare
Explore ରୋମୀୟ 15:13
2
ରୋମୀୟ 15:4
ଶାସ୍ତ୍ରର ଶିକ୍ଷାସବୁ ଆମ୍ଭମାନଙ୍କ ଉପକାର ନିମିତ୍ତ ଉଦ୍ଦିଷ୍ଟ। ଭରସାରେ ସ୍ଥିର ରହିବା ନିମନ୍ତେ ଶାସ୍ତ୍ର ଆମ୍ଭମାନଙ୍କୁ ଧୈର୍ଯ୍ୟ ଓ ଉତ୍ସାହ ପ୍ରଦାନ କରେ।
Explore ରୋମୀୟ 15:4
3
ରୋମୀୟ 15:5-6
ଖ୍ରୀଷ୍ଟ ଯୀଶୁଙ୍କ ଆଦର୍ଶର ଅନୁଗାମୀ ସ୍ୱରୂପେ ସମସ୍ତଙ୍କର ସେହି ପ୍ରକାର ମନୋଭାବ ହେବା ପାଇଁ ଧୈର୍ଯ୍ୟ ଓ ଉତ୍ସାହର ଆଧାର ଈଶ୍ୱର ତୁମ୍ଭମାନଙ୍କୁ ସକ୍ଷମ କରନ୍ତୁ। ସମସ୍ତେ ମିଳିତ ଭାବରେ ଏକ ସ୍ୱରରେ ପ୍ରଭୁ ଯୀଶୁ ଖ୍ରୀଷ୍ଟ ପିତା ଈଶ୍ୱରଙ୍କ ପ୍ରଶଂସା କର।
Explore ରୋମୀୟ 15:5-6
4
ରୋମୀୟ 15:7
ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଈଶ୍ୱରଙ୍କ ମହିମା ନିମନ୍ତେ ତୁମ୍ଭେମାନେ ସେହିପରି ପରସ୍ପରକୁ ଗ୍ରହଣ କର।
Explore ରୋମୀୟ 15:7
5
ରୋମୀୟ 15:2
ବରଂ ଅନ୍ୟମାନଙ୍କର ମଙ୍ଗଳ ନିମନ୍ତେ ଓ ସେମାନଙ୍କ ବିଶ୍ୱାସକୁ ବଳିଷ୍ଠ କରିବା ପାଇଁ ସେମାନଙ୍କୁ ଖୁସି ରଖିବା ଆମ୍ଭମାନଙ୍କର କର୍ତ୍ତବ୍ୟ।
Explore ରୋମୀୟ 15:2
Home
Bible
Plans
Videos