1
୧ କରିନ୍ଥୀୟ 4:20
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କାରଣ ଈଶ୍ବରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ।
Compare
Explore ୧ କରିନ୍ଥୀୟ 4:20
2
୧ କରିନ୍ଥୀୟ 4:5
ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।
Explore ୧ କରିନ୍ଥୀୟ 4:5
3
୧ କରିନ୍ଥୀୟ 4:2
ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।
Explore ୧ କରିନ୍ଥୀୟ 4:2
4
୧ କରିନ୍ଥୀୟ 4:1
ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
Explore ୧ କରିନ୍ଥୀୟ 4:1