1
୧ କରିନ୍ଥୀୟ 7:5
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।
Compare
Explore ୧ କରିନ୍ଥୀୟ 7:5
2
୧ କରିନ୍ଥୀୟ 7:3-4
ସ୍ୱାମୀ ସ୍ତ୍ରୀକୁ ତାହାର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତାହାର ପ୍ରାପ୍ୟ ଦେଉ। ଭାର୍ଯ୍ୟାର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି।
Explore ୧ କରିନ୍ଥୀୟ 7:3-4
3
୧ କରିନ୍ଥୀୟ 7:23
ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି, ସେଥିପାଇଁ ମନୁଷ୍ୟର ଦାସ ହୁଅ ନାହିଁ।
Explore ୧ କରିନ୍ଥୀୟ 7:23