1
୧ କରିନ୍ଥୀୟ 8:6
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ବର, ଅର୍ଥାତ୍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ।
Compare
Explore ୧ କରିନ୍ଥୀୟ 8:6
2
୧ କରିନ୍ଥୀୟ 8:1-2
ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ। ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ
Explore ୧ କରିନ୍ଥୀୟ 8:1-2
3
୧ କରିନ୍ଥୀୟ 8:13
ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ।
Explore ୧ କରିନ୍ଥୀୟ 8:13
4
୧ କରିନ୍ଥୀୟ 8:9
କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ।
Explore ୧ କରିନ୍ଥୀୟ 8:9