ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ। ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।