1
୨ କରିନ୍ଥୀୟ 10:5
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ
Compare
Explore ୨ କରିନ୍ଥୀୟ 10:5
2
୨ କରିନ୍ଥୀୟ 10:4
(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ)
Explore ୨ କରିନ୍ଥୀୟ 10:4
3
୨ କରିନ୍ଥୀୟ 10:3
କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ
Explore ୨ କରିନ୍ଥୀୟ 10:3
4
୨ କରିନ୍ଥୀୟ 10:18
କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।
Explore ୨ କରିନ୍ଥୀୟ 10:18