1
୨ କରିନ୍ଥୀୟ 11:14-15
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ। ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।
Compare
Explore ୨ କରିନ୍ଥୀୟ 11:14-15
2
୨ କରିନ୍ଥୀୟ 11:3
କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।
Explore ୨ କରିନ୍ଥୀୟ 11:3
3
୨ କରିନ୍ଥୀୟ 11:30
ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।
Explore ୨ କରିନ୍ଥୀୟ 11:30