ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ; ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ